Masthead

ଖାଇକୁ ଖସିଲା ବସ, ୧୦ ମୃତ

ଜାମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ):  ଭାରସାମ୍ୟ ହରାଇ ଖାଇକୁ ଖସିଲା ବସ । ୧୦ ଜଣଙ୍କ ମୃତୁ୍ୟ ହୋଇଥିବାବେଳେ ୩୦ରୁ ଅଧିକ ଆହାତ ହୋଇଛନ୍ତି । ବସଟି ଅମୃତସରରୁ ବୈଷ୍ଣୋଦେବୀ ଯାଉଥିଲା । ଜାତୀୟ ରାଜପଥ- ୪୪ରେ ଭାରସାମ୍ୟ ହରାଇ ପୋଲ ଉପରୁ ତଳକୁ ଖସିପଡିଲା ବସ୍ । ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବସରେ ୭୫ ଜଣ ଯାତ୍ରୀ ଥିଲେ । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ