Masthead

ବନ୍ଦ ହେଲା ହୀରାକୁଦର ୧୦ଟି ଗେଟ

ସମ୍ବଲପୁର(ବଡ଼ କବର ବ୍ୟୁରୋ): ହୀରାକୁଦର ୧୦ଟି ଗେଟ ବନ୍ଦ ହୋଇଛି । ମହାନଦୀରେ ଜଳସ୍ତର ଖସୁଛି । ଉପରମୁଣ୍ଡରେ ମଧ୍ୟ ବର୍ଷା କମିଛି । ପୂର୍ବରୁ ୨୦ଟି ସୁଇସ ଗେଟ ଦେଇ ହୀରାକୁଦରୁ ବନ୍ୟା ପାଣି ନିଷ୍କାସିତ ହେଉଥିଲା ।

ଏବେ ମାତ୍ର ୧୦ଟି ଗେଟ ଖୋଲା ରହିଛି । ଡ୍ୟାମ ବାମପଟେ ୭ଟି ଓ ଡାହାଣ ପଟେ ୩ଟି ଜେଟ ଦେଇ ଜଳ ନିଷ୍କାସିତ ହେଉଛି । ଏବେ ଡ୍ୟାମର ଜଳସ୍ତର ୬୧୮.୩୩ ଫୁଟ ରହିଛି । ଡ୍ୟାମରୁ ନିଷ୍କାସିତ ହେଉଛି ୩ ଲକ୍ଷ୪୯ ହଜାର ୧୨୬ କ୍ୟୁସେକ ବନ୍ୟାଜଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ