Masthead

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):   ଅବକାରୀ ବିଭାଗକୁ ସଫଳତା । ଦୁଗ୍ଧ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ କରିବା ପଡିଲା ମହଙ୍ଗା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଏମଭି ୬୬ ଗ୍ରାମ ନିକଟରେ । ଅବକାରୀ ବିଭାଗର କର୍ମଚାରୀମାନେ ଗାଡି ଯାଞ୍ଚ କରୁଥିବା ବେଳେ ମହାରାଷ୍ଟ୍ର ନମ୍ବର ଥିବା ଏକ ଦୁଗ୍ଧ ବୋଝେଇ ଗାଡିକୁ ଅଟକାଇଥିଲେ ।

ପରେ କାଲିମେଳା ଅବକାରୀ ପୋଲିସ କର୍ମଚାରୀମାନେ ଗାଡିଟିକୁ ଯାଞ୍ଚ କରିଥିଲେ । ସେଥିରେ ଥିବା ୧୦୦ କେଜି ଗଞ୍ଜେଇ ଜବତ କରିଥିଲେ । ଯାହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ । ଗଞ୍ଜେଇ ମାଫିଆକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ