Masthead

ଡ୍ୟୁଟିବେଳେ ମୃତ୍ୟୁ ହେଲେ ୧୦ ଲକ୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ । ଦାୟତ୍ୱ ନିର୍ବାହ ସମୟରେ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶିର ପରିମାଣ ୪ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି ହୋଇଛି । ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ୱ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି