Masthead

କରୋନାରେ ପ୍ରାଣ ହରାଇଲେ ୧୦ ମାଓବାଦୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): କରୋନାରେ ୧୦ ମାଓବାଦୀ ମୃତ । ଛତିଶଗଡ଼ର ଦନ୍ତେୱାଡା ଜିଲ୍ଲା ଦଣ୍ଡକାରଣ୍ୟ ଜଙ୍ଗଲରେ କରୋନାରେ ଆକ୍ରାନ୍ତ ହୋଇ ୧୦ ମାଓବାଦୀଙ୍କର ମୃତ୍ୟୁ ହୋଇଛି । ଦୁଇ ଦିନ ତଳେ ଏହି ମାଓବାଦୀଙ୍କ କରୋନା ଆକ୍ରାନ୍ତ ନେଇ ଏସପି ସୂଚନା ଦେଇଥିଲେ ।

ଏହାଛଡ଼ା ସମାଜର ମୁଖ୍ୟ ସ୍ରୋତକୁ ଫେରି ଆସିବା ଲାଗି ଆହ୍ୱାନ ମଧ୍ୟ ଦେଇଥିଲେ । କାରଣ ସେମାନଙ୍କ ପାଇଁ ଅନେକ ନିରୀହ ଅଦିବାସୀଙ୍କୁ ମଧ୍ୟ କରୋନା ହେବାରମ୍ଭାବନା ରହିଛି । ବର୍ତ୍ତମାନ ୪୦୦ରୁ ଅଧିକ ମାଓବାଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ଦନ୍ତେୱାଡା ଏସପି କହିଛନ୍ତି । ଆକ୍ରାନ୍ତ ମାଓବାଦୀମାନେ ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି ଦାନ୍ତେୱାଡା ଏସପି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି