Masthead

୨୪ ଘଣ୍ଟାରେ ୧୦ ହଜାର ୧୫୮ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଉପରମୁହାଁ କରୋନା ଗ୍ରାଫ । ଦେଶରେ ୧୦ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦,୧୫୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୪୪ ହଜାର ୯୯୮କୁ ବୃଦ୍ଧି ହୋଇଛି  । ଗତ ଗୋଟିଏ ସପ୍ତାହ ହେବ ଦେଶରେ କରୋନା ସଂକ୍ରମଣ ବଢିଚାଲିଛି । ଏବେ ଦେଶରେ ୪୪,୯୯୮ ଜଣ କରୋନା ସଂକ୍ରମିତଙ୍କର ଚିକିତ୍ସା ଚାଲିଛି । ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ତେଣୁ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ