Masthead

୨୪ ଘଣ୍ଟାରେ ୧୦ ହଜାର ୧୫୮ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଉପରମୁହାଁ କରୋନା ଗ୍ରାଫ । ଦେଶରେ ୧୦ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦,୧୫୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୪୪ ହଜାର ୯୯୮କୁ ବୃଦ୍ଧି ହୋଇଛି  । ଗତ ଗୋଟିଏ ସପ୍ତାହ ହେବ ଦେଶରେ କରୋନା ସଂକ୍ରମଣ ବଢିଚାଲିଛି । ଏବେ ଦେଶରେ ୪୪,୯୯୮ ଜଣ କରୋନା ସଂକ୍ରମିତଙ୍କର ଚିକିତ୍ସା ଚାଲିଛି । ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ତେଣୁ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ