Masthead

ଦେଶରେ ଉପର ମୁହାଁ କରୋନା ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଦେଶର କରୋନା ସଂକ୍ରମଣ ଉପର ମୁହାଁ । ଦେଶରେ ଗତ ୨୪ ଘଣ୍ଟାରେ ୧୦,୦୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।  ଆକ୍ରାନ୍ତଙ୍କ ସଂଖ୍ୟା ୫୭,୫୪୨କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆଉ ୨୩ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୧,୧୧୪କୁ ବୃଦ୍ଧି ପାଇଛି। ଦେଶରେ ଏବେ କରୋନାର ଦୈନିକ ସଂକ୍ରମଣ ହାର ୫.୬୧% ରହିଛି। ଲଗାତାର ୪ ଦିନରେ ଦେଶରେ ଦୈନିକ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୩୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ବର୍ତ୍ତମାନ ରାଜ୍ୟରେ ଚିକିତ୍ସାଧୀନ ଥିବା କରୋନା ରୋଗୀ ସଂଖ୍ୟା ୧୫୦୫କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି