Masthead

୨୪ ଘଣ୍ଟାରେ ୧୦୩୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କମିବାରେ ଲାଗିଛି ଦୈନିକ ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୫୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୨୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୪୮ , ବାଲେଶ୍ୱରରୁ ୩୬ , ବରଗଡ଼ରୁ ୮, ଭଦ୍ରକରୁ ୪୭ , ବଲାଙ୍ଗୀରରୁ ୪ , ବୌଦ୍ଧରୁ ୨, କଟକରୁ ୧୫୪ , ଦେବଗଡ଼ରୁ ୮ , ଢେଙ୍କାନାଳରୁ ୨୫ , ଗଜପତିରୁ ୬ , ଗଞ୍ଜାମରୁ ୮ , ଜଗତସିଂହପୁରରୁ ୮୨ , ଯାଜପୁରରୁ ୪୩ , ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଛନ୍ତ । କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧୮ , କେଉଁଝରରୁ ୨୩ , ଖୋର୍ଦ୍ଧାରୁ ୨୩୭ , କୋରାପୁଟରୁ ୯ , ମାଲକାନଗିରିରୁ ୬ , ମୟୁରଭଞ୍ଜରୁ ୨୦ , ନବରଙ୍ଗପୁରରୁ ୬ , ନୟାଗଡ଼ରୁ ୩୦ , ନୂଆପଡ଼ାରୁ ୧, ପୁରୀରୁ ୮୨ , ରାୟଗଡ଼ାରୁ ୮ , ସମ୍ୱଲପୁରରୁ ୧୯ , ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୨୩ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯, ୭୯, ୭୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ହିପରି ୯, ୫୮, ୬୦୧ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୧୫, ୦୫୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ