Masthead

ଇସ୍ରାଏଲ ସେନାର ଗୁଳିମାଡ଼ରେ ୧୦୪ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇସ୍ରାଏଲ ସେନାର ଗୁଳିମାଡ଼ରେ ୧୦୪ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ । ଗାଜା ସିଟିରେ  ମାନବୀୟ ସହାୟତା ପାଇଁ ଅପେକ୍ଷା କରିଥିବା ନିରୀହ ଲୋକଙ୍କ ଉପରକୁ ଅତର୍କିତ ଭାବେ ଆଇଡିଏଫର ଗୁଳିମାଡ଼ । ଉତ୍ତର ଗାଜାରେ ଖାଦ୍ୟ ପାଇଁ ଅପେକ୍ଷା ବେଳେ ଆଖିବୁଜା ଗୁଳିମାଡ଼ । ଗୁଳିମାଡ଼ରେ ୧୦୪ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଶହରୁ ଅଧିକ ଗୁରୁତର ଆହତ ହୋଇଥିବା ସୂଚନା ।  ଏତେ ସଂଖ୍ୟାରେ ମୃତାହତଙ୍କୁ ହସ୍ପିଟାଲ ନେବା ପାଇଁ ଆମ୍ବୁଲାନ୍ସର ଅଭାବ ଦେଖାଦେଇଛି। ଫଳରେ କେତେଜଣଙ୍କୁ ଗଧଟଣା ଗାଡ଼ିରେ ହସ୍ପିଟାଲ ନିଆଯାଇଛି। ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୩୦ ହଜାର ଟପିଥିବା ବେଳେ ଆହତଙ୍କ ସଂଖ୍ୟା ୭୦,୪୫୭ ରହିଥିବା ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ମୃତକଙ୍କ ମଧ୍ୟରୁ ଦୁଇ-ତୃତୀୟାଂଶ ହେଉଛନ୍ତି ମହିଳା ଏବଂ ଛୋଟ ପିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା