Masthead

୨୪ ଘଣ୍ଟାରେ ୧୦୪୧ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୮୧୮୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୦୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୩୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୮୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୨୭୪୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ