Masthead

୧୦,୫୬, ୨୮୦ ପରିବାର ଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ୪୦ ଲ୩ ୪୫ ହଜାର ପରିବାର ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୧୦ଲକ୍ଷ ୫୬ ହଜାର ୨୮୦ ପରିବାର ଯୋଗୂ ବିବେଚିତ ହୋଇଛନ୍ତି । ଯୋଗ୍ୟ ହିତାଧିକାରୀଙ୍କ ତାଲିକା ୬ହଜାର ୭୧୨ ପଞ୍ଚାୟତରେ ଅନୁମୋଦିତ ହୋଇଛି । ହିତାଧିକାରୀଙ୍କ ତାଲିକା ମଧ୍ୟ ପ୍ରତି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଦର୍ଶିତ ହୋଇଛି । ଚଞ୍ଚକତା ଭିତ୍ତିରେ ଚୟନ ପ୍ରକ୍ରିୟା ସମ୍ପର୍କରେ ନିର୍ଦ୍ଧିଷ୍ଟ ଆପତ୍ତି ପ୍ରାପ୍ତ ହେଲେ ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପ୍ରଶ୍ନର ଉତ୍ତରରେ ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି । ମନ୍ତ୍ରୀ କହିଛନ୍ତି ଯୋଗ୍ୟ ପରିବାରକୁ ପର୍ଯ୍ୟାୟ କ୍ରମେ ଗୃହ ମଞ୍ଜୁର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା