Masthead

ବିଷାକ୍ତ ଫଳ ଖାଇ ୧୧ ଶିଶୁ ଅସୁସ୍ଥ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ବିଷାକ୍ତ ଫଳ ଖାଇ ୧୧ ଜଣ ଶିଶୁ ଅସୁସ୍ଥ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସଦର ମାଲକାନଗିରି ଜିଲ୍ଲାର ତେଲି ମେଟା ଗ୍ରାମରେ । ବିଦ୍ୟାଳୟରୁ ଫେରୁଥିବା ବେଳେ କୌଣସି ଏକ ବିଷାକ୍ତ ଫଳ ଖାଇଦେଇଥିଲ ଏହି ୧୧ ଶିଶୁ ।୧୧ ଶିଶୁଙ୍କ ମଧ୍ୟରେ ୭ ଝିଅ ଓ ୪ ପୁଅ ଅଛନ୍ତି । ସମସ୍ତ ଅସୁସ୍ଥ ଶିଶୁଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଇଛି । ଏନେଇ ଶିଶୁ ବିଭାଗର ଡ଼ାକ୍ତର ସନ୍ତୋଷ ମିଶ୍ର ସମସ୍ତଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ ଅଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ