Masthead

୧୧ ପ୍ରତିଶତ ସ୍କୁଲରେ ନାହିଁ ବିଜୁଳି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦେଶରେ ୧୧% ସ୍କୁଲରେ ନାହିଁ  ବିଜୁଳି ସଂଯୋଗ । ଆଉ ୨୭.୪% ସ୍କୁଲରେ ଖେଳପଡ଼ିଆ ନାହିଁ । ଲେକସଭାରେ ଗଜାନନ କୀର୍ତ୍ତିକର ଓ କାଳବେନ୍ ମୋହନଭାଇ ଦେଲକରଙ୍କ ପ୍ରଶ୍ନର ଉତ୍ତରରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି । ଧର୍ମେନ୍ଦ୍ର ସମ୍ବନ୍ଧୀୟ ଏକୀକୃତ ଜିଲ୍ଲା ସୂଚନା ପ୍ରଣାଳୀ ୨୦୧୧-୨୨ ପେସ କରିଛନ୍ତି । ସେଥିରେ କୁହାଯାଇଛି ଯେ ଭାରତରେ ମୋଟ ୧୦,୨.୩୮୬ ସରକାରୀ ସ୍କୁଲରେ ଅଛି ୭,୪.୦୮୭ ଖେଳପଡ଼ିଆ । ୯,୦.୭୭୪ ସ୍କୁଲରେ ବିଜୁଳି ସଂଯୋଗ ଉପଲବ୍ଧ । ଏହିପରି ୭୨୦୬% ସରକାରୀ ସ୍କୁଲରେ ଖେଳପଡ଼ିଆ ଓ ୮୮.୯% ସ୍କୁଲରେ ବିଜୁଳି ସଂଯୋଗ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା