Masthead

ଖାଦ୍ୟ ବିଷ କ୍ରିୟାରୁ ୧୧ ଅସୁସ୍ଥ

ଆନନ୍ଦପୁର(ବଡ଼ ଖବର ବ୍ୟୁରୋ): ଆନନ୍ଦପୁରରେ ଘଟିଛି ଏକ ଅଭାବନୀୟ ଘଟଣା । ଖାଦ୍ୟ ବିଷ କ୍ରିୟାରୁ ୧୧ ଜଣ ଅସୁସ୍ଥ ହୋଇପଡିଛନ୍ତି । ଅସୁସ୍ଥ ଅବସ୍ଥାରେ ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥଙ୍କ ମଧ୍ୟରେ ୬ଜଣ ବୟସ୍କ ହୋଇଥିବାବେଳେ ୫ଜଣ ଶିଶୁ ଥିବା ଜଣାପଡିଛି । ସମସ୍ତ ଅସୁସ୍ଥ ନନ୍ଦିପଦା ଥାନା ଅମୃତ ଗାଁର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ