Masthead

ସବୁ ସେବା ଲାଗି ଗୋଟିଏ ନମ୍ବର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ସବୁ ସେବା ପାଇଁ ଗୋଟିଏ ନମ୍ବର ୧୧୨ । ଆମ୍ବାଲାନ୍ସ, ପିସିଆର, ଦମକଳ ମହିଳା ହେଲ୍ପ ଲାଇନ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଆଉ ଭିନ୍ନ ଭିନ୍ନ ନମ୍ବରକୁ ଡାଏଲ କରିବାକୁ ପଡିବ ନାହିଁ । ଜନସାଧାରଣଙ୍କ ସୁବିଧା ଓ ତ୍ୱରିତ୍ୱ ସେବା ଯୋଗାଦେବାକୁ ମୁଖ୍ୟମନ୍ତ୍ରୀ ୧୧୨ର ଫାଇଦା ଉଠାଇବାକୁ ପରାମର୍ଶ ଦେଇଛନ୍ତି । ୧୧୨ ମାଧ୍ୟମରେ ସେବା ତ୍ୱରିତ୍ୱ କରିବା ପାଇଁ ପୋଲିସ ବିଭାଗର ୧୦୯୮ ବିଭିନ୍ନ ପଦବୀକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ୧୧୨ ସେବା ପାଇଁ ୪ ଡିଏସପି ୧୫୧ ସବିନ୍ସପେକ୍ଟର, ୨୦୩ ଏଏସଆଇ ଓ ୭୦୪ ଜଣ କନେଟବଳ ନିୟୋଜିତ ହେବେ । ଆଉଟ ସୋସିଂ ମାଧ୍ୟମରେ ୧୫୮ ଜଣଙ୍କୁ ନିଯୁକ୍ତି ଦିଆଯିବ । ନିୟୋଜିତ ହେବ ୨୩୭ ଗାଡ଼ି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ