Before Header

୨୪ ଘଣ୍ଟାରେ ୧୧୩୨ ପଜିଟିଭ୍

0 46

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୩୫୦୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୩୫୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୫୯୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୯୫୭୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.