Masthead

ସିସୋଦିଆଙ୍କ ପରେ ୧୨ ଆପ୍ ବିଧାୟକ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗଣମାଧ୍ୟମ ସମ୍ମିଳନୀରେ ଆମ ଆଦମୀ ପାର୍ଟିର ବିଧାୟକ ସୌରଭ ଭରଦ୍ୱାଜ ଦାବି କରିଛନ୍ତି ଯେ ଦଳର ୮୦ ପ୍ରତିଶତ ନେତାଙ୍କୁ ଗିରଫ କରାଯାଇଛି। ସେ କହିଛନ୍ତି ଯେ ସିସୋଦିଆଙ୍କ ପରେ ଗୋପାଳ ରାୟଙ୍କ ସମେତ ୧୨ରୁ ଅଧିକ ଆମ ଆଦମୀ ପାର୍ଟି ବିଧାୟକଙ୍କୁ ଗିରଫ କରାଯାଇଛି। ସଂଗଠନର ପ୍ରତ୍ୟେକ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କୁ କେନ୍ଦ୍ର ସରକାର ଜେଲକୁ ପଠାଇବାର ଯୋଜନା କରିଛନ୍ତି। ୨୪ ଘଣ୍ଟା ବିତିଗଲାଣି, କିନ୍ତୁ କେଉଁ କାରଣରୁ ନେତାମାନଙ୍କୁ ଗିରଫ କରାଯାଇଛି ତାହା ଆମକୁ ଜଣାଯାଇ ନାହିଁ ।

ସେପଟେ ସୁରକ୍ଷା ଦୃଷ୍ଟିରୁ ଆପ କାରର୍ଯ୍ୟାଳୟ ବାହାରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଦିଲ୍ଲୀ ଏକ୍ସାଇଜ ପଲିସି ସ୍କାମ ମାମଲାରେ ସିସୋଡିଆଙ୍କୁ ରବିବାର ସିବିଆଇ ଗିରଫ କରିଥିଲା। ଏହାପୂର୍ବରୁ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଦିଲ୍ଲୀର ସିସୋଦିଆଙ୍କୁ ପ୍ରାୟ ୮ ଘଣ୍ଟା ପ୍ରଶ୍ନ କରିଥିଲା। ତେବେ ପଚରାଉଚରା ବେଳେ ସିସୋଦିଆ ସିବିଆଇର ପ୍ରଶ୍ନର ସଠିକ ଉତ୍ତର ଦେଇପାରି ନ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ