Masthead

୧୮ରେ ଆସିବେ ୧୨ ଚିତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତକୁ ଆସୁଛନ୍ତି ୧୨ ଚିତା । ଆସନ୍ତା ୧୮ରେ ଭାରତକୁ ଆସିବେ । ଯାହା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଦକ୍ଷିଣ ଆଫ୍ରିକାରୁ ୮ ହଜାର ୨୫୦ କିଲୋମିଟର ଅତିକ୍ରମ କରି ଚିତାଗୁଡ଼ିକୁ ଭାରତ ଅଣାଯିବ । ଏସବୁ ଚିତାକୁ ମଧ୍ୟପ୍ରଦେଶ କୁନୋ ଜାତୀୟ ଉଦ୍ୟାନରେ ଛଡାଯିବ । ଏହା ଦ୍ୱାରା ଦେଶରେ ମୋଟ୍ ଚିତା ସଂଖ୍ୟା ୨୦ରେ ପହଞ୍ଚିବ । ପୂର୍ବରୁ ୮ ଚିତା ନାମିବ୍ୟାରୁ ଭାରତ ଆସିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ