Masthead

ଗ୍ଵାଲିୟରରେ ପହଞ୍ଚିଲେ ୧୨ ଚିତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସିଲେ ୧୨ ଚିତା । ଗ୍ଵାଲିୟରରେ ପହଞ୍ଚିଲେ ୧୨ ଆଫ୍ରକୀୟ ଚିତା । ଦକ୍ଷିଣ ଆଫ୍ରିକାରୁ ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ସି-୧୭ ଗ୍ଲୋବମାଷ୍ଟର ଯୋଗେ ଭାରତ ଆସିଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ୭ଟି ଅଣ୍ଡିରା ଓ ୫ଟି ମାଇ ବାଘ। ମଧ୍ୟପ୍ରଦେଶ ଜୁନୋ ପାର୍କରେ ଏମାନଙ୍କୁ ଛଡାଯିବ। ୧ ମାସ ଧରି ଏମାନଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯିବ। ସେପଟେ ଜୁନୋ ପାର୍କରେ ବାଘଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି।

ଏମଓୟୁ ମୁତାବକ, ଦକ୍ଷିଣ ଆଫ୍ରିକାରୁ ଭାରତକୁ ପ୍ରତିବର୍ଷ ୧୦ରୁ ୧୨ଟି ଚିତା ଅଣାଯିବେ । ଆସନ୍ତା ୧୦ ବର୍ଷ ଯାଏଁ ଚୁକ୍ତି ହୋଇଛି । ରକ୍ଷାମନ୍ତ୍ରାଳୟ ଓ ଏୟାରଫୋର୍ସ ଏହି ସେବା ପ୍ରଦାନ କରିବା ପାଇଁ ପରିବେଶ ମନ୍ତ୍ରାଳୟ ଠାରୁ କୌଣସି ଶୁଳ୍କ ନେଇ ନାହାନ୍ତି । ଏହା ପୂର୍ବରୁ ସେପ୍‌ଟେମ୍ବର ୧୭ ତାରିଖରେ ନାମିବ୍ୟାରୁ ୮ଟି ଚିତାକୁ ଭାରତ ଅଣାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା