Masthead

ହୀରାକୁଦ ଡ୍ୟାମରେ ଖୋଲିଲା ୧୨ ଗେଟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ୱଲପୁର ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲିଲା । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମ କର୍ତ୍ତୃପକ୍ଷ ଅଧିକ ଗେଟ ଖୋଲିବା ପାଇଁ ନିଷ୍ପତି ନେଇଥିଲେ । ଏବେ ୧୨ ଟି ଗେଟ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ ଥିଲା। ସେପଟେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ ଜଳ । ସେହିଭଳି ଜଳଭଣ୍ଡାର ମଧ୍ୟରୁ ବାହାରୁଛି ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ ଜଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ