Masthead

ହୀରାକୁଦ ଡ୍ୟାମରେ ଖୋଲିଲା ୧୨ ଗେଟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ୱଲପୁର ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲିଲା । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମ କର୍ତ୍ତୃପକ୍ଷ ଅଧିକ ଗେଟ ଖୋଲିବା ପାଇଁ ନିଷ୍ପତି ନେଇଥିଲେ । ଏବେ ୧୨ ଟି ଗେଟ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ ଥିଲା। ସେପଟେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ ଜଳ । ସେହିଭଳି ଜଳଭଣ୍ଡାର ମଧ୍ୟରୁ ବାହାରୁଛି ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ ଜଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା