Masthead

୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ । ଘୁମୁସର ଜିଲ୍ଲା ଦାବିରେ ବନ୍ଦ ଡାକରା ଦେଇଛନ୍ତି ଘୁମୁସର କ୍ରିୟାନୁଷ୍ଠାନ କମିଟି । ବନ୍ଦକୁ ସମର୍ଥନ କରିଛନ୍ତି ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀ,ସାମ୍ବାଦିକ ଓ ଅନେକ ସଙ୍ଗଠନ। ବନ୍ଦ ଯୋଗୁଁ ଗାଡି ମଟର ଚଳାଚଳ ବନ୍ଦ ସହିତ ଦୋକାନ ବଜାର ବନ୍ଦ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା