Masthead

ଜୋର ଧରିଲା ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ଦାବି, ମିଳିତ କ୍ରିୟାନୁଷ୍ଠାନ କମିଟିର ୧୨ ଘଣ୍ଟିଆ ଅବରୋଧ

କେନ୍ଦ୍ରପଡ଼ା(ବଡ଼ ଖବର ବ୍ୟୁରୋ): ଜୋର ଧରିଲା କେନ୍ଦ୍ରପଡ଼ା ମେଡିକାଲ କଲେଜ ପ୍ରତିଷ୍ଠା ଦାବି । ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ । ଦୁହୁରିଆ ଛକରେ ରାସ୍ତା ଅବରୋଧ । ଆନ୍ଦୋଳନକୁ କଂଗ୍ରେସ, ବିଜେପି, କମ୍ୟୁନିଷ୍ଟ ପାର୍ଟିର ସମର୍ଥନ । କଟକ -ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକଠାରେ ରାଜ୍ୟ ରାଜପଥ ଓ ଦୈତାରୀ- ପାରାଦୀପ୍ ଜାତୀୟ ରାଜପଥ ଅବରୋଧ କରା ଯାଇଛି । ଶତାଧିକ ଆନ୍ଦୋଳନକାରୀ ରାସ୍ତା ଉପରେ ବସି ରହି ନାରାବାଜି କରୁଛନ୍ତି ।

ଜିଲ୍ଲାରେ ସ୍ୱାସ୍ଥ୍ୟସେବାକୁ ଉନ୍ନତ କରିବା ପାଇଁ ଏକ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବାକୁ ଦାବି ହୋଇଛି । ଆନ୍ଦୋଳନକାରୀମାନେ ରେଳରୋକ କରିବାର କାର୍ୟ୍ୟକ୍ରମ ରହିଛି । ଏହି ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସେପ୍ଟେମ୍ବର ୫ ତାରିଖରୁ ଜିଲାପାଳଙ୍କ ଆବାସିକ କାର୍ୟ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି