Masthead

ଋଷିକୁଲ୍ୟା ଜିଲ୍ଲା ଦାବିରେ ୧୨ ଘଣ୍ଟା ଆସିକା ବନ୍ଦ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଋଷିକୂଲ୍ୟା ଜିଲ୍ଲା ଦାବିରେ ଆଜି ଆସିକା ବନ୍ଦ ହୋଇଛି । ସକାଳ ୬ଟାରୁ ସଂନ୍ଧ୍ୟା ୬ଟା ଯାଏଁ ଏହି ବନ୍ଦ ଜାରି ରହିବ । ଗଞ୍ଜାମ ଜିଲ୍ଲା ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି ।

୮ଟି ବ୍ଲକର ୧୫ ଲକ୍ଷରୁ ଅଧିକ ଲୋକଙ୍କୁ ନେଇ ନୂଆ ଜିଲ୍ଲା ଗଠନ କରିବାକୁ ଦାବି ହୋଇଛି । ସମସ୍ତ ଶିକ୍ଷାନୁଷ୍ଠାନ, ଦୋକାନବଜାର, କୋର୍ଟ, ବ୍ୟାଙ୍କ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ୧୯୯୩ ମସିହାରୁ ଋଷିକୁଲ୍ୟା ଜିଲ୍ଲା ଗଠନ ପାଇଁ ଦାବି ହୋଇଆସୁଥିଲେ ମଧ୍ୟ ସରକାର ଏଥିପ୍ରତି ଗୁରୁତ୍ୱ ଦେଉନଥିବା ଅଭିଯୋଗ ଆଣି ବନ୍ଦ ପାଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା