Masthead

୧୨ ଘଣ୍ଟିଆ ବନ୍ଦ ଡାକରା ଦେଲେ କେନ୍ଦ୍ର ମହିଳା ଆଦିବାସୀ ସଂଗଠନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ମଣିପୁରରେ ହୋଇଥିବା ମହିଳାଙ୍କ ପ୍ରତି ଅତ୍ୟାଚାର ବିରୋଧରେ କେନ୍ଦ୍ର ମହିଳା ଆଦିବାସୀ ସଂଗଠନ ନିର୍ଦ୍ଦେଶରେ ଆସନ୍ତା କାଲି ଝାରସୁଗୁଡା ଜିଲ୍ଲାରେ ୧୨ ଘଂଟିଆ ବନ୍ଦ ଡାକରା ଦିଆଯାଇଛି । ଝାରସୁଗୁଡା ଜିଲ୍ଲା ମହିଳା ଆଦିବାସୀ ସଂଗଠନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହି ବନ୍ଦ ଡାକରାରେ ଦୋକାନ ବଜାର, ସ୍କୁଲ କଲେଜ, ବସ ଟ୍ରକ ଚଳାଚଳ ବନ୍ଦ ରଖିବା ପାଇଁ ନିବେଦନ କରିଛନ୍ତି । ଆଦିବାସୀ ମହିଳାଙ୍କ ସମେତ ସବୁ ବର୍ଗର ମହିଳା ଓ ପୁରୁଷ ଏହି ବନ୍ଦ ଡାକରା ସହଯୋଗ କରିବାକୁ ନିବେଦନ କରିଛନ୍ତି କେନ୍ଦ୍ର ମହିଳା ଆଦିବାସୀ ସଂଗଠନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ