Masthead

ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଟ୍ରେଡ୍ ୟୁନିଅନର ୧୨ ଘଣ୍ଟିଆ ଭାରତ ବନ୍ଦ  । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା  । ବଜାର, ଯାନବାହନ, ସ୍କୁଲ, କଲେଜ ବନ୍ଦ ଡାକରା  । କେତେକ ଘରୋଇ ସ୍କୁଲରେ ସ୍ଥଗିତ ରହିଲା ପରୀକ୍ଷା  । ବନ୍ଦ ପ୍ରଭାବରେ ବନ୍ଦ ରହିପାରେ ବ୍ୟାଙ୍କ ଓ ପେଟ୍ରୋଲ ପମ୍ପ  । ଖୋଲିବ ସରକାରୀ ଅଫିସ, ଚାଲିବ ଅତ୍ୟାବଶ୍ୟକ ସେବା  । ବନ୍ଦକୁ କଂଗ୍ରେସ, ବାମଦଳ, ବିଜେଡିର ସମର୍ଥନ । ବ୍ୟାଙ୍କ, ବୀମା, ପୋଷ୍ଟାଲ ଅଫିସ ବନ୍ଦ । ଶ୍ରମିକ ସଂଗଠନ, ବାମପନ୍ଥୀ ଦଳର ଡାକରା । ଓ ୫ଟି ବାମପନ୍ଥୀ ଦଳ। ବ୍ୟାଙ୍କ, ବିଜୁ ଶ୍ରମିକ ସାମ୍ମୁଖ୍ୟ, କଂଗ୍ରେସର ସମର୍ଥନ ।

ବୀମା, ପୋଷ୍ଟାଲ, ପରିବହନ ଓ ନିର୍ମାଣ କର୍ମଚାରୀ ଧର୍ମଘଟରେ ସାମିଲ ହେବେ । ଖଣି ଓ ଶିଳ୍ପାଞ୍ଚଳରେ କାମ ବନ୍ଦ କରିବେ ଶ୍ରମିକ ହାଟବଜାର ଓ ଅନ୍ୟାନ୍ୟ ବ୍ୟବସାୟିକ ପ୍ରତିଷ୍ଠାନରେ ତାଲା ଝୁଲିବ । ଏହି ସର୍ବ ଭାରତୀୟ ଧର୍ମଘଟକୁ ୫ ବାମପନ୍ଥୀ ଦଳ ଓ ୧୪ଟି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ (ସିଟିୟୁ) ଓ ସ୍ବାଧୀନ ସର୍ବଭାରତୀୟ ଫେଡେରେସନକୁ ନେଇ ଗଠିତ ଟ୍ରେଡ ୟୁନିୟନର ମିଳିତ ମଞ୍ଚ ପରିଚାଳନା କରିବ। ଚକଅଖ ପ୍ରାୟ ସବୁ ବନ୍ଦ ହୋଇପାରେ। ବିଜୁ ଶ୍ରମିକ ସାମ୍ମୁଖ୍ୟ ଏହି ଧର୍ମଘଟ ଡାକରାକୁ ନୈତିକ ସମର୍ଥନ ଜଣାଇଛି। ଟ୍ରେଡ୍ ୟୁନିୟନ ଓ ବାମପନ୍ଥୀ ଦଳଗୁଡ଼ିକ ସହ କଂଗ୍ରେସ ହରତାଳରେ ହେବ ବୋଲି ସୂଚନା ଦେଇଛି । ପରିସ୍ଥିତି ଦେଖି ସବୁ ଯାତ୍ରୀବାହୀ ବସ୍ ସେବା ବନ୍ଦ ରହିଛି । ଘରୋଇ ସ୍କୁଲ କଲେଜ ବି ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ୭ ତାରିଖ ଯାଏ  ପ୍ରବଳ ବର୍ଷା ! 🔴 ଏସଆଇ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ସୂଚନା 🔴 ଗ୍ୟାସ୍ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତିକର ଖବର 🔴 ଇଂଲଣ୍ଡ ବିପକ୍ଷ ଟି୨୦, ବୈଭବଙ୍କ ଉପରେ ନଜର 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 ମୋଦୀ ଡ଼କାଇଲେ ବୈଠକ ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ 🔴 ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ 🔴 ବର୍ଷାରେ ଭିଜିଲା ଟ୍ୱିନ୍ ସିଟି 🔴 ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ୭ ତାରିଖ ଯାଏ  ପ୍ରବଳ ବର୍ଷା ! 🔴 ଏସଆଇ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ସୂଚନା 🔴 ଗ୍ୟାସ୍ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତିକର ଖବର 🔴 ଇଂଲଣ୍ଡ ବିପକ୍ଷ ଟି୨୦, ବୈଭବଙ୍କ ଉପରେ ନଜର 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 ମୋଦୀ ଡ଼କାଇଲେ ବୈଠକ ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ 🔴 ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ 🔴 ବର୍ଷାରେ ଭିଜିଲା ଟ୍ୱିନ୍ ସିଟି