Masthead

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟା କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି(ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟା କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ  ବନ୍ଦ ଡାକରା ଦେଇଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି । ଜିଲ୍ଲା ମାନ୍ୟତା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି ।

ବନ୍ଦ ଡାକରା ହେତୁ ସମସ୍ତ ସ୍କୁଲ, କଲେଜ, ବ୍ୟାଙ୍କ, ସରକାରୀ ବେସରକାରୀ କାର୍ଯ୍ୟାଳୟ, ତହସିଲ, ଆଦି ସମସ୍ତ ଅନୁଷ୍ଠାନ ବନ୍ଦ ଥିବାବେଳେ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି । ବିଭିନ୍ନ ସଂଗଠନ ସମର୍ଥନ ଜଣାଇ ବନ୍ଦରେ ସାମିଲ ହୋଇଛନ୍ତି। ଦୀର୍ଘ ୩୦ ବର୍ଷ ଧରି କଣ୍ଟାବାଞ୍ଜିକୁ ଜିଲା ମାନ୍ୟତା ପାଇଁ ଦାବି ହୋଇ ଆସୁଛି । ଜିଲ୍ଲା ମାନ୍ୟତା ଆନ୍ଦୋଳନ ତୀବ୍ରତର ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ