Masthead

୧୨ ଘଣ୍ଟା ତାଳଚେର ବନ୍ଦ

ତାଳଚେର(ବଡ଼ ଖବର ବ୍ୟୁରୋ): ଆଜି ୧୨ଘଣ୍ଟା ପାଇଁ ତାଳଚେର ବନ୍ଦ ଡାକରା ଦିଆଯାଇଛି । ତାଳଚେର ମେଡିକାଲ କଲେସ ଆରମ୍ଭ ନହେବାରୁ ଆଜି ତାଳଚେର ୧୨ଘଣ୍ଟିଆ ବନ୍ଦ କରାଯାଇଛି । ସରକାର ବାରମ୍ବାର ତାରିଖ ଘୋଷଣା କରି ମଧ୍ୟ କଲେଜ ଆରମ୍ଭ କରୁନାହାନ୍ତି । ଏହାକୁ ନେଇ ଜନ ସାଧାରଣଙ୍କ ମନରେ ଅସନ୍ତୋଷ ଦେଖା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି