Masthead

ସିନ୍ଧେକେଲାକୁ ଏନଏସି ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ): ବଙ୍ଗୋମୁଣ୍ଡା ବ୍ଲକର ସିନ୍ଧେକେଲାକୁ ଏନଏସି ମାନ୍ୟତା ଦାବି ନେଇ ନାଗରିକ ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ଦୋକାନ ବଜାର ବନ୍ଦ ସହ ଯାନ ବାହାନ ଚଳାଚଳ ପ୍ରଭାବିତ । ଏନଏସି ମାନ୍ୟତା ଦାବି ନେଇ ଏକ ଶୋଭାଯାତ୍ରାରେ ବାହାରିଥିଲେ ନାଗରିକ ମଞ୍ଚ । ପରେ ଏକ ସଭାରେ ସିନ୍ଧେକେଲାକୁ ମାନ୍ୟତା ପାଇଁ ଦାବି କରିଥିଲେ। ବନ୍ଦ ଡାକରା ଯୋଗୁଁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହାନ ଚଳାଚଳ ପ୍ରଭାବିତ ହୋଇଛି । ଜରୁରୀ କାଳୀନ ସେବାକୁ ବନ୍ଦରୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ