Masthead

ସିନ୍ଧେକେଲାକୁ ଏନଏସି ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ): ବଙ୍ଗୋମୁଣ୍ଡା ବ୍ଲକର ସିନ୍ଧେକେଲାକୁ ଏନଏସି ମାନ୍ୟତା ଦାବି ନେଇ ନାଗରିକ ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ଦୋକାନ ବଜାର ବନ୍ଦ ସହ ଯାନ ବାହାନ ଚଳାଚଳ ପ୍ରଭାବିତ । ଏନଏସି ମାନ୍ୟତା ଦାବି ନେଇ ଏକ ଶୋଭାଯାତ୍ରାରେ ବାହାରିଥିଲେ ନାଗରିକ ମଞ୍ଚ । ପରେ ଏକ ସଭାରେ ସିନ୍ଧେକେଲାକୁ ମାନ୍ୟତା ପାଇଁ ଦାବି କରିଥିଲେ। ବନ୍ଦ ଡାକରା ଯୋଗୁଁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହାନ ଚଳାଚଳ ପ୍ରଭାବିତ ହୋଇଛି । ଜରୁରୀ କାଳୀନ ସେବାକୁ ବନ୍ଦରୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ