Masthead

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟା ଘୁମୁସୁର ବନ୍ଦ

ସୋରଡା(ବଡ଼ ଖବର ବ୍ୟୁରୋ) ଗତ କିଛି ବର୍ଷ ହେଲା ଘୁମୁସର ଜିଲ୍ଲା ଦାବୀ ନେଇ ବିଭିନ୍ନ ସଙ୍ଗଠନ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ଦାବୀ ପତ୍ରଦେବା ସହ ଆନ୍ଦୋଳନ କରିଥଲେ । କିନ୍ତୁ କେହି କର୍ଣାପତ କରିନଥିଲେ । ଗତ କିଛି ଦିନ ମଧ୍ୟରେ ଭଞ୍ଜନଗର ଓ ସୋରଡା ଠାରେ କ୍ରିୟାନୁଷ୍ଠାନ ବହୁ ସାମାଜିକ ଅନୁଷ୍ଠାନର ସଦସ୍ୟ ସଦସ୍ୟାମାନେ ଏକେତ୍ରିତ ହୋଇ ଘୁମୁସର ଜିଲ୍ଲା ମାନ୍ୟତା ଦାବିରେ ୧୨ଘଣ୍ଟିଆ ଦୋକାନ ବଜାର ସହ ଅଖ ଚକ ବନ୍ଦ୍ କରିଥିଲେ।

ଆଜି ପୁଣି ସୋରଡା ନିର୍ବାଚନ ମଣ୍ଡଳୀର ବେଳଗୁଣ୍ଠା ବ୍ଲକକୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଏଥିରେ କ୍ରିୟାନୁଷ୍ଠାନ କମିଟି,ବଣିକ ସଂଘ ସଦସ୍ୟମାନେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ସହ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର