Masthead

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟା ଘୁମୁସୁର ବନ୍ଦ

ସୋରଡା(ବଡ଼ ଖବର ବ୍ୟୁରୋ) ଗତ କିଛି ବର୍ଷ ହେଲା ଘୁମୁସର ଜିଲ୍ଲା ଦାବୀ ନେଇ ବିଭିନ୍ନ ସଙ୍ଗଠନ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ଦାବୀ ପତ୍ରଦେବା ସହ ଆନ୍ଦୋଳନ କରିଥଲେ । କିନ୍ତୁ କେହି କର୍ଣାପତ କରିନଥିଲେ । ଗତ କିଛି ଦିନ ମଧ୍ୟରେ ଭଞ୍ଜନଗର ଓ ସୋରଡା ଠାରେ କ୍ରିୟାନୁଷ୍ଠାନ ବହୁ ସାମାଜିକ ଅନୁଷ୍ଠାନର ସଦସ୍ୟ ସଦସ୍ୟାମାନେ ଏକେତ୍ରିତ ହୋଇ ଘୁମୁସର ଜିଲ୍ଲା ମାନ୍ୟତା ଦାବିରେ ୧୨ଘଣ୍ଟିଆ ଦୋକାନ ବଜାର ସହ ଅଖ ଚକ ବନ୍ଦ୍ କରିଥିଲେ।

ଆଜି ପୁଣି ସୋରଡା ନିର୍ବାଚନ ମଣ୍ଡଳୀର ବେଳଗୁଣ୍ଠା ବ୍ଲକକୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଏଥିରେ କ୍ରିୟାନୁଷ୍ଠାନ କମିଟି,ବଣିକ ସଂଘ ସଦସ୍ୟମାନେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ସହ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ