Masthead

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଟିଟିଲାଗଡ ବନ୍ଦ

ଟିଟିଲାଗଡ(ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ ଟିଟିଲାଗଡ ବନ୍ଦ । ଟିଟିଲାଗଡକୁ ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂନ୍ଧ୍ୟା ୬ଟା ଯାଏଁ ବନ୍ଦ ଡାକରା ଦିଆଯାଇଛି ।

କେବଳ ଜରୁରୀ ସେବାକୁ ଛାଡି ସମସ୍ତ ସରକାରୀ, ବେସରକାରୀ ଅଫିସ, ସ୍କୁଲ,ବ୍ୟାଙ୍କ, ପେଟ୍ରୋଲପମ୍ପ, ଦୋକାନବଜା ଜିଲ୍ଲାର ବସ୍ ଆଦି ଯାନବାହାନ ବନ୍ଦ ରହିବ ବୋଲି କ୍ରିୟାନୁଷ୍ଠାନ କମିଟି ସଭାପତି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ