Masthead

୧୨ ଘଣ୍ଟା ମୟୁରଭଞ୍ଜ ବନ୍ଦ

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ): କୁଡମି ସମାଜର ଉନ୍ନତି ପାଇଁ ବିଭିନ୍ନ ପ୍ରକାର ଦାବି ନେଇ ମୟୂରଭଞ୍ଜ ୧୨ଘଣ୍ଟା ବନ୍ଦ। ସକାଳ ୬ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ, ଗାଡି ମଟର ଚଳାଚଳ, ବ୍ୟବସାୟ ପ୍ରତିଷ୍ଠାନ ସବୁ ବନ୍ଦ ଡାକରା ଦିଆଯାଇଛି। ଏଥି ସହିତ ରେଳରୋକ୍ ମଧ୍ୟ କରାଯାଇଛି । ଏହି ବନ୍ଦ ଡାକରାକୁ ଡମି ଏକତା ମଞ୍ଚ ଓଡିଶା ପକ୍ଷରୁ ଦିଆଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ