୨୪ ଘଣ୍ଟାରେ ୧୨ ହଜାର ୫୯୧ ପଜିଟିଭ

ନୂଆଦଲ୍ଲୀ(ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ୧୨ ହଜାର ପାର ହେଲା ଦୈନିକ ସଂକ୍ରମଣ । ଦେଶରେ ୨୪ଘଣ୍ଟାରେ ୧୨, ୫୯୧ ପଜିଟିଭ ଚିହ୍ନ ହୋଇଛନ୍ତି । ନୂଆ ଆକ୍ରାନ୍ତକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୫୭,୯୯୨ରେ ପହଞ୍ଚିଛି । ଗତକାଲି ୧୦, ୫୪୨ ଚିହ୍ନଟ ହୋଇଥିଲେ । ସେହିପରି ଦିନକରେ ସୁସ୍ଥ ହୋଇଛନ୍ତି ୧୦ ହଜାର ୮୨୭ ଆକ୍ରାନ୍ତ । ଏବେ ସୁଦ୍ଧା ମୋଟ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୬୫ ହଜାର ୨୮୬କୁ ବୃଦ୍ଧି ପାଇଛି । ଦେଶରେ ଗତ ୨୪ଘଣ୍ଟାରେ ୪୦ ଜଣଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’