Masthead

ପାରାଦୀପ- ମହାନଦୀ ମୁହାଣରେ ଅଘଟଣ

ପାରାଦ୍ୱୀପ(ବଡ଼ ଖବର ବ୍ୟୁରୋ): ପାରାଦୀପ- ମହାନଦୀ ମୁହାଣ ରେ ଅଘଟଣ । ଢେ଼ଉ ମାଡ଼ରେ ଓଲଟିଲା ଡଙ୍ଗା । ଏହି ଡ଼ଙ୍ଗାରେ ୫ ଜଣ ମତ୍ସଜୀବୀ ଥିବାର ସୂଚନା ମିଳିଛି । ଅନ୍ୟପଟେ ମତ୍ସ୍ୟଜୀବୀ ମାନଙ୍କୁ ଅନ୍ୟ ଏକ ମାଛ ଧରା ଡଙ୍ଗାରେ ଉଦ୍ଧାର କରଯାଉଥିବାର ସୂଚନା ମିଳିଛି ।

ସମସ୍ତ ମତ୍ସ୍ୟଜୀବୀ ପୁରୀ ଜିଲ୍ଲା ଅସ୍ତରଙ୍ଗ ବୋଲି ଜଣା ପଡିଛି। ଆଜି ସକାଳେ ମତ୍ସ୍ୟ ମାରିବାକୁ ଯାଇଥିଲେ ଫେରୁଥିବା ସମୟରେ ଉଚ୍ଚ ଢେଉ ଏବଂ କରେଣ୍ଟ ଯୋଗୁଁ ଏହି ଭଳି ଅଘଟଣ ଘଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା