Masthead

ସୁଖଜିନ୍ଦର ସିଂହ ରନ୍ଧାୱା ହେବେ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ !

ଚଣ୍ଡିଗଡ(ବଡ଼ ଖବର ବ୍ୟୁରୋ): ଅନେକ କଳ୍ପନା ଜଳ୍ପନା ପରେ ଶେଷରେ ବାଜି ମାରିନେଲେ ସୁଖଜିନ୍ଦର ସିଂହ ରନ୍ଧୱା । ତେବେ ସେ ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି । ବିଧାୟକ ଦଳର ବୈଠକ ପରେ ଦଳ ତାଙ୍କ ନାଁରେ ମୋହର ମାରିଛି ।

ଅନୁମୋଦନ ପାଇଁ ତାଙ୍କ ନାଁକୁ ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଯାଇଛି । ତେବେ କିଏ ହେବ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ସୋନିଆଙ୍କ ଅନୁମୋଦନ ପରେ ସ୍ପଷ୍ଟ ହେବ ।

ସୂଚନା ଅନୁସାରେ ଅମରିନ୍ଦର ସିଂହଙ୍କ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ରହିସାରିଥିବା ସୁଖଜିନ୍ଦର ସିଂହ କେବେବି କୌଣସି ପଦ ପାଇଁ ତାଙ୍କର ଲାଳସା ନଥିଲା ବୋଲି ରବିବାର ସେ କହିଛନ୍ତି । ତେବେ ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପାଇଁ ତାଙ୍କ ନାଁ ଚର୍ଚ୍ଚା ହେଉଛି । ସୂଚନା ଅନୁଯାୟୀ, ଅମରିନ୍ଦର ସିଂହ ଶନିବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ