୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ଭୁବନେଶ୍ୱର(ବଡ଼ ମଖବର ବ୍ୟୁରୋ):  ଆରମ୍ଭ ହେଲା ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସଂଧ୍ୟା ୬ଟାରୁ ବାତ୍ୟା ‘ଗୁଲାବ’ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ କରିବା ନେଇ ପୂର୍ବରୁ ସୂଚନା ଦେଇଥିଲା ପାଣିପାଗ ବିଭାଗ । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ୩ ଘଣ୍ଟା ଧରି ଚାଲିବ ।

କଳିଙ୍ଗପଟ୍ଟନମଠାରୁ ୨୫ କିମି ଦୂରରେ ଏହା ଉପକୂଳ ଅତିକ୍ରମ କରିବ । ତେବେ ପୂର୍ବ ଆକଳନ ଅନୁଯାୟୀ, ବାତ୍ୟା ଗୁଲାବ ଉପକୂଳ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୭୫ ରୁ ୮୫ ରହିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’