Masthead

ଟିଏମସି , ବିଜେପି ପୁଣି ମୁହାଁ ମୁହିଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟରୋ):    ପଶ୍ଚିମବଙ୍ଗରେ ପୁଣି ଥରେ ମୁହାଁ ମୁହିଁ ହେଲେ ବିଜେପି ଓ ଟିଏମସି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମସିରେ ଦେଖାଇଥିଲା ହଲଚଲ । ବଡ ବଡ ନେତା ସବୁ ବିଜେପିରେ ସାମିଲ ହୋଇଥିଲେ । କିନ୍ତୁ ଏବେ ପୁଣି କିଛି ବଡ ବଡ ନେତା ବିଜେପି ଦଳ ଛାଡି ଟିଏମସିରେ ମିଶିବା ପାଇଁ ମନ ବଳାଇଲେଣି । ଏବେ ବିଜେପିକୁ ଏ ନେଇ ଏକ ବଡ ଝଟକା ଲାଗିପାରେ ବୋଲି ଅନୁମାନ କରାଯାଉଛି ।

ଏପଟେ ତୃଣମୂଳ କଂଗ୍ରେସର ନେତା ମୁକୁଲ ରାୟ କହିଛନ୍ତି , ୨୪ ଜଣ ବିଧାୟକ ଏବେ ଟିଏମସିରେ ଯୋଗ ଦେବାକୁ ଚାହୁଁଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କାମ କରିବାକୁ ଚାହୁଁଛନ୍ତି । ଏଥିପାଇଁ ସେମାନେ ତାଙ୍କ ସହ ଯୋଗାଯୋଗରେ ଅଛନ୍ତି । ମୁକୁଲ ରାୟ ନିଜେ ବିଜେପି ଛାଡି ପୁଣି ଟିଏମସିରେ ଯୋଗ ଦେଇଥିଲେ । ପୂର୍ବରୁ ମୁକୁଲ ରାୟ ଟିଏମସି ଛାଡି ବିଜେପିରେ ସାମିଲ ହୋଇଥିଲେ । ହେଲେ ବିଧାନସଭା ନିର୍ବାଚନରେ ବିଜେପିର ପରାଜୟ ପରେ ସେ ପୁଣି ଟିଏମସିରେ ଯୋଗ ଦେଇଥିଲେ ।

ତେବେ ନିକଟରେ ପଶ୍ଚିମବଙ୍ଗ ଉପନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି । ଆସନ୍ତା ୩୦ ତାରିଖରେ ୩ ଟି ବିଧାନସଭା ଆସନରେ ଉପନିର୍ବାଚନ ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା