Masthead

୧ଟା ୨୮ ଶୁଭ ମୁହୂର୍ତ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ଶୁଭ ମୁହୂର୍ତ୍ତ । ତଦାରଖ କମିଟି ବୈଠକ ପରେ ଅଧ୍ୟକ୍ଷ ଜଷ୍ଟିସ ରଥଙ୍କ ସୂଚନା । ୧ଟା ୨୮ ସୁଦ୍ଧା ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ । ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ । ତଦାରଖ କମିଟିର ୨ ଜଣ ସଦସ୍ୟ ଯିବେ । ମୁଁ ଆଉ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବୁ । ସେପଟେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ବସିଲା ଗୁରୁତ୍ବପୂର୍ଣ୍ଣ ବୈଠକ ।

ପ୍ରଶାସନ କାର୍ଯ୍ୟାଳୟରେ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକ । ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ । ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ । ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଡାକ୍ତର ସି.ବି.କେ ମହାନ୍ତି ଯିବେ । ଏନେଇ ସୂଚନା ଦେଲେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ଅନ୍ୟପଟେ ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ କହିଛନ୍ତି ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ