Masthead

ଆଫଗାନିସ୍ତାନରୁ ଭାରତ ଫେରିଲେ ୧୨୯ ଯାତ୍ରୀ

ଆଫଗାନିସ୍ତାନ କାବୁଲରୁ ଭାରତ ଫେରିଛନ୍ତି ଶତାଧିକ ଭାରତୀୟ । କାବୁଲରୁ ଶତାଧିକ ଯାତ୍ରୀଙ୍କୁ ନେଇ ଏୟାର ଇଣ୍ଡିଆର ବିମାନ ନୂଆଦିଲ୍ଲୀରେ ପହଞ୍ଚିଛି । ୧୨୯ ଜଣ ଯାତ୍ରୀ ଭାରତ ଫେରିଥିବା ବେଳେ ଅଧିକାଂଶ ଭାରତୀୟ ବୋଲି ଜଣାପଡିଛି । ରବିବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଂଚିଛି ବିମାନ । କାବୁଲ ଓ ନୂଆଦିଲ୍ଲୀ, ମଧ୍ୟରେ ଏୟାର ଇଣ୍ଡିଆର ବିମାନ ଚଳାଚଳ ଜାରି ରହିବ ।

କାବୁଲକୁ ତାଲିବାନ ଦଖଲ କରିନେବା ପରେ ସହରର ସୁରକ୍ଷା ବିପନ୍ନ ହୋଇପଡ଼ିଛି । ଯଦିଓ କାବୁଲ ଏୟାରପୋର୍ଟ ଏବେ ବି ଆମେରିକା ସେନା ଅଧିନରେ ରହିଛି, କିନ୍ତୁ ଆଫଗାନିସ୍ତାନ ଆକାଶ ଅସୁରକ୍ଷିତ ହୋଇପଡ଼ିଥିବାରୁ ବେସାମରିକ ବିମାନ ଚଳାଇବା ବିପଦପୂର୍ଣ୍ଣ ହୋଇପଡ଼ିଛି । ତେବେ ଏୟାର ଇଣ୍ଡିଆ କାବୁଲକୁ ଉଡାଣ ବନ୍ଦ କରିନାହିଁ। ଆଜି ମଧ୍ୟ କାବୁଲ ଓ ଦିଲ୍ଲୀ ମଧ୍ୟରେ ବିମାନ ଚଳାଚଳ କରିବ ବୋଲି ସୂଚନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି