Masthead

ସ୍ମୃତିରେ ଅରିନ୍ଦମ, ମନେ ପକାଇଲେ ସାଥୀ ସାମ୍ବାଦିକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) :  ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାସ ଏକାଦଶରେ ତାଙ୍କ ସ୍ମୃତିରେ ସାଥି ସାମ୍ବାଦିକଙ୍କ ପକ୍ଷରୁ ଏକ ସ୍ମୃତି ସଭା ଆୟୋଜିତ ହୋଇଯାଇଛି । ଲୋୟର ପିଏମଜି ସ୍ଥିତ ଡଟକମ ଠାରେ ଆୟୋଜିତ ଏହି ସଭାରେ ଅନେକ ସାମ୍ବାଦିକ ଉପସ୍ଥିତ ରହି ଅରିନ୍ଦମଙ୍କ ସ୍ମୃତି ଚାରଣ କରିଥିଲେ ।

ଜଣେ ସାହାସୀ ସାମ୍ବାଦିକ ଭାବେ ଅରିନ୍ଦମ ସାମ୍ବାଦିକତାରେ ନିଜର ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରି ପାରିଥିଲେ । କଟକ ମୁଣ୍ଡୁଳିରେ ମିଶନ ଗଜରାଜ ବେଳେ ବୋଟ ଓଲଟି ଅରିନ୍ଦମଙ୍କ ମୃତ୍ୟୁ ହୋଇଥିଲା । ଖାଲି ଅରିନ୍ଦମ ନୁହଁନ୍ତି ସାଥିରେ ଥିବା ଓଡ୍ରାଫ କର୍ମଚାରୀ ସୀତାରାମ ମୁର୍ମୁଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ