୧୩ ବିମାନ ବନ୍ଦର ଘରୋଇକରଣକୁ ମଞ୍ଜୁରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୩ ବିମାନ ବନ୍ଦର ଘରୋଇକରଣକୁ ମଞ୍ଜୁରୀ । କେନ୍ଦ୍ର ସରକାରଙ୍କ ନ୍ୟାଶନାଲ ମନିଟାଇଜେସନ ପାଇପଲାଇନ ପ୍ରସ୍ତାବ ମୁତାବକ ୧୩ ବିମାନ ବନ୍ଦର ଘରୋଇକରଣକୁ ଚୂଡାନ୍ତ ମଞ୍ଜୁରୀ ମିଳିଛି । ଏହା ମଧ୍ୟରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ଏବଂ ଝାରସୁଗୁଡ଼ା ବିମାନ ବନ୍ଦର ମଧ୍ୟ ସାମିଲ ରହିଛି ।

୨୦୨୪ ସୁଦ୍ଧା ଏଭଳି ପଦକ୍ଷେପ ଦ୍ୱାରା ୩ହଜାର ୬୬୦ କୋଟି ଟଙ୍କା ଘରୋଇ ପୁଞ୍ଜି ହାସଲ କରିବା ଲାଗି ଲକ୍ଷ୍ୟ ରଖାଯାଇଛି । ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ ବୋର୍ଡ ୬ ପ୍ରମୁଖ ବିମାନ ବନ୍ଦର ଯଥା ଭୁବନେଶ୍ୱର, ବାରାଣାସୀ, ଅମୃତସର, ତ୍ରିଚି, ଇନ୍ଦୋର, ରାୟପୁର ଏବଂ ୭ଟି ଛୋଟ ବିମାନ ବନ୍ଦରକୁ ମଞ୍ଜୁରୀ ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ