Masthead

ନିର୍ବାଚନ ପୂର୍ବରୁ ବଦଳିଲେ ୧୩ ଜିଲ୍ଲା ସଭାପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଜୋସ ଦେଖାଉଛି କଂଗ୍ରେସ । ବଦଳିଛନ୍ତି ୧୩ ଜିଲ୍ଲା ସଭାପତି । ଜିଲ୍ଲା ସଭାପତି ପରିବର୍ତ୍ତନ କରି ଦଳକୁ ଆହୁରି ମଜବୁତ କରିବାକୁ ଲକ୍ଷ୍ୟ ରଖିଛି ଦଳ । ରାଜ୍ୟରେ ୩୦ଟି ଜିଲ୍ଲାରେ ରହିଛି । କିନ୍ତୁ କଂଗ୍ରେସ ୩୫ଟି ସାଂଗଠନିକ ଜିଲ୍ଲା ତିଆରି କରିଛି ।

ଏହି ସବୁ ଜିଲ୍ଲାରେ ବି ସଭାପତି ନିଯୁକ୍ତି କରିଛି । ଗଂଜାମ, ମୟୂରଭଞ୍ଜ ଦୁଇଟି ବଡ ଜିଲ୍ଲା ହୋଇଥିବାରୁ କଂଗ୍ରେସ ଏଠାରେ ପୂର୍ବ ପଶ୍ଚିମ ଜିଲ୍ଲା ଭାବେ ଦୁଇ ଜଣଙ୍କୁ ସାଂଗଠନିକ ଜିଲ୍ଲା ସଭାପତି ନିଯୁକ୍ତ କରିଛି । ଗୋଟିଏ ପଟେ ନିର୍ବାଚନ ପାଇଁ ଅନାଲାଇନ ଟିକେଟ ଆବେଦନ ପ୍ରକ୍ରିୟା କରି ଦଳୀୟ ନେତାଙ୍କ ମନରେ ଆଗ୍ରହ ଭରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା