Masthead

ଓମାନ ଉପକୂଳରେ ବୁଡ଼ିଲା ତେଲ ଟ୍ୟାଙ୍କର ବୋଝେଇ ଜାହାଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଝି ସମୁଦ୍ରରେ ବୁଡ଼ିଲା ଜାହାଜ ଏଥିରେ ୧୩ ଭାରତୀୟଙ୍କ ସହ ୧୬ କ୍ରୁ ମେମ୍ୱର ନିଖୋଜ ଅଛନ୍ତି । ଜାହାଜବୁଡିବା ନେଇ ଓମାନର ସାମୁଦ୍ରିକ ସୁରକ୍ଷା ବାହିନୀ ଏନେଇ ସୂଚନା ଦେଇଛି । ଜାହାଜରେ ଥିବା ୧୬ଜଣ କ୍ରୁ ମେମ୍ୱର ଙ୍କର କୌଣସି ସୂଚନା ମିଳୁନାହିଁ । ନିଖୋଜଙ୍କ ମଧ୍ୟରେ ୧୩ ଭାରତୀୟ ଓ ୩ ଶ୍ରୀଲଙ୍କା ନାଗରିକ ରହିଛନ୍ତି । ଜାହାଜଟି ୟେମେନର ଆଡେନ ବନ୍ଦର ଅଭିମୁଖେ ଯାଉଥିବାବେଳେ ରସ୍ ମାତରଖା ବନ୍ଦର ଠାରୁ ୨୫ ନଟିକାଲ ମାଇଲ ଦୂରରେ ବୁଡିଜାଇଥିଲା । । ଓମାନର ସାମୁଦ୍ରିକ ସୁରକ୍ଷା କେନ୍ଦ୍ର ନିଖୋଜ କ୍ରୁ ମେମ୍ୱରଙ୍କ ଉଦ୍ଧାର କାମରେ ନିୟୋଜିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ