Masthead

୨୪ ଘଣ୍ଟାରେ ୧୩୦୦ରୁ ଅଧିକ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରୁ ୧୩୦୦ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛି । ୧୪୦ ଦିନ ପରେ ଦେଶରେ ଦୈନିକ ସଂକ୍ରମଣ ୧୩୦୦ ଟପିବା ଚିନ୍ତାର କାରଣ ପାଲଟିଛି । ଏଥିସହ କର୍ଣ୍ଣାଟକ, ଗୁଜରାଟ, ମହାରାଷ୍ଟ୍ରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।ସେପଟେ କେରଳର ସ୍ଥିତି ବେହାଲ ହେବାରେ ଲାଗିଛି ।

ମୋଟ ସଂକ୍ରମିତଙ୍କ ମଧ୍ୟରୁ କେବଳ କେରଳରୁ ୧୭୨ଜଣ ରହିଛନ୍ତି । ୧୪ଟି ଜିଲ୍ଲାକୁ ହାଇଆଲର୍ଟ ରଖାଯାଇଛି । ସମସ୍ତ ସରକାରୀ ଓ ମେଡିକାଲ ହସପିଟାଲକୁ ଆବଶ୍ୟକୀୟ ଚିକିତ୍ସା ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ମହାରାଷ୍ଟ୍ର, ଦିଲ୍ଲୀ, ହିମାଚଳପ୍ରଦେଶ, କେରଳ, ତାମିଲନାଡୁ. ରାଜସ୍ଥାନ, ଗୁଜରାଟ, କର୍ଣ୍ଣାଟକ ୮ଟି ରାଜ୍ୟରେ ସବୁଠୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ