Masthead

୨୪ ଘଣ୍ଟାରେ ୧୩୭୯ ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହୁ ହୁ ହୋଇ ମାଡ଼ି ଚାଲିଛି କରୋନା । ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା ସକ୍ରମିତଙ୍କ ସଂଖ୍ୟା । ଗୋଟିଏ ଦିନରେ ରାଜ୍ୟରୁ ଚିହ୍ନଟ ହେଲେ ୧୩୭୯କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ୧୩୭୯ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ୨୮ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୩୧୭ ଓ ଖୋର୍ଦ୍ଧାରୁ ୧୫୮ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୧୫୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ୯୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩, ବରଗଡ଼ରୁ ୬୮, ଭଦ୍ରକରୁ ୩୬, ବଲାଙ୍ଗିରରୁ ୫୪, ବୌଦ୍ଧରୁ ଜଣେ, କଟକରୁ ୫୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୩୧, ଜଗତସିଂହପୁରରୁ ୬, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୧୮, ପୁରୀରୁ ୪୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୮୬ ଓ ସୋନପୁର ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍ ପୁଲରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୧୩୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୦୮, ସ୍ଥାନୀୟ ୫୭୧ଜଣ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମୋଟ ପଜିଟିଭ ସଂଖ୍ୟା ୩,୪୯,୫୬୧କୁ ବୃଦ୍ଧି ପାଇଛି। ଏହାସହିତ ୩,୩୯,୬୦୩ ସୁସ୍ଥ ହୋଇଥିବା ବେଳେ ୭୯୭୯ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI