Masthead

ଆସାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୪ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ । ଏନ୍‌ଏଚ୍‌ରେ ପିକନିକ ଯାଉଥିବା ମିନି ବସ୍‌କୁ ଧକ୍କା ଦେଲା ଟ୍ରକ୍‌ । ଜୋରହାଟ ଜିଲ୍ଲା ଦେରଗାଓଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ସୂଚନା ଅନୁଯାୟୀ ବସଟି ପ୍ରାୟ ୫ ଟା ସମୟରେ ଆସାମର ଡର୍ଗାଓଁରେ ଟିନ୍ସୁକିଆର ଟିଲିଙ୍ଗା ମାଣ୍ଡିରକୁ ୪୫ ଜଣ ସଦସ୍ୟଙ୍କୁ ନେଇ ଯାଉଥିବା ବେଳେ ଟ୍ରକ୍ ସହିତ ମୁହାଁମୁହିଁ ହୋଇଥିଲା ।

ଫଳରେ ୧୪ ଜଣଙ୍କର ମୃତ୍ୟୁ ହେବା ସହ ୨୭ ଜଣ ଗୁରୁତର ଆହତ ହୋଇଥିଲେ।  ପିକନିକ୍ ପାର୍ଟି ସକାଳ ପ୍ରାୟ ୩ ଟାରେ ଯାତ୍ରା ଆରମ୍ଭ କରିଥିଲା ଏବଂ ସେମାନେ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବାକୁ ଯାଉଥିବାବେଳେ ମାର୍ଗେରିଟା ରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଜୋରହାଟ ମେଡିକାଲ କଲେଜରେ ଭର୍ତ୍ତି ଘଟଣାର ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼