Masthead

୨୪ ଘଣ୍ଟାରେ ୧୪୩୭ ପଜିଟିଭ୍

(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଖସୁଛି ସଂକ୍ରମଣର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫ ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୦୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୮୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୬୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼